୨୧ ପର୍ଯ୍ୟନ୍ତ ହାଜତକୁ ଗଲେ ନୱାବ ମାଲିକ୍

ମୁମ୍ବାଇ : ମନି ଲଣ୍ଡରିଂ ମାମଲାରେ ପୂର୍ବରୁ ଗିରଫ ହୋଇଥିବା ମହାରାଷ୍ଟ୍ରର ସଂଖ୍ୟାଲଘୁ ବିଭାଗ ମନ୍ତ୍ରୀ ନୱାବ ମାଲିକ୍‌ଙ୍କୁ ମୁମ୍ବାଇର ସ୍ୱତନ୍ତ୍ର ପିଏମ୍‌ଏଲଏ କୋର୍ଟ ସୋମବାର ଚଳିତମାସ ୨୧ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇଛନ୍ତି । କୁଖ୍ୟାତ ଗ୍ୟାଙ୍ଗ୍‌ଷ୍ଟର ଦାଉଦ ଇବ୍ରାହିମ ସହ ସମ୍ପର୍କ ରଖିଥିବା ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଫେବୃଆରୀ ୨୩ରେ ଗିରଫ କରାଯାଇଥିଲା ।

Leave A Reply

Your email address will not be published.