କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ ରାଜଧାନୀରେ ବାର୍ ସିଲ୍

ଭୁବନେଶ୍ୱର,(ଏସ୍‌ଏନ୍ୟୁଜ):ରାଜଧାନୀ ଭୁବନେଶ୍ବରରେ କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ ଏକ ବାର୍ ସିଲ୍ ହୋଇଥିବାର ଖବର ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ଇନଫୋସିଟି ଅଞ୍ଚଳରେ ଥିବା ଇକୋ ବାରକୁ ଚଢାଉ କରି ସିଲ୍ କରାଯାଇଛି ।ଏହି ବାରରେ ଏକ ଜନ୍ମଦିନ ପାର୍ଟି ଚାଲିଥିଲା। ତେବେ ଏଥିରେ କେହି କରୋନା କଟକଣାକୁ ପାଳନ କରୁ ନ ଥିବା ଅଭିଯୋଗ ଆସିବା ମାତ୍ରେ ଚଢାଉ କରିଥିଲା ପୁଲିସ୍। ଚଢାଉ ପରେ ବାରଟିକୁ ସିଲ୍ କରାଯାଇଥିବା କୁହାଯାଇଛି।

Leave A Reply

Your email address will not be published.