କୋରାପୁଟ-ମାଲକାନଗିରି ସୀମାରୁ ବିପୁଳ ବିସ୍ଫୋରକ ଓ ମାଓ ସାମଗ୍ରୀ ଜବତ

ଭୁବନେଶ୍ୱର,(ଏସ୍‌ଏନ୍ୟୁଜ):କୋରାପୁଟ-ମାଲକାନଗିରି ସୀମାରୁ ବିପୁଳ ବିସ୍ଫୋରକ ଓ ମାଓ ସାମଗ୍ରୀ ଜବତ ହୋଇଛି। ମାଛକୁଣ୍ଡ ଥାନା ଅଞ୍ଚଳରେ ୧୫ରୁ ୨୦ଜଣ ସଶସ୍ତ୍ର ମାଓବାଦୀ ଥିବାର ଖବର ପାଇ ସର୍ଚ୍ଚ ଅପରେସନ୍ କରାଯାଇଥିଲା। ବିଏସଏଫ୍ ଓ କୋରାପୁଟ ଡିଭିଏଫର ମିଳିତ ସର୍ଚ୍ଚ ଅପରେସନ ବେଳେ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ କରାଯାଇଛି।ଆନ୍ଧ୍ର-ଓଡ଼ିଶା ବର୍ଡର ଡିଭିଜନାଲ କମିଟି ଏକ ଡ୍ରମ ଭିତରେ ମାଟିତଳେ ଏହାକୁ ଲୁଚାଇ ରଖିଥିଲେ। ଏନେଇ କୋରାପୁଟ ଆରକ୍ଷୀ ଅଧୀକ୍ଷକ ସୂଚନା ଦେଇଛନ୍ତି।

Leave A Reply

Your email address will not be published.