କାଳୀପୂଜା ଓ ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,(ଏସ୍‌ଏନ୍ୟୁଜ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ କାଳୀପୂଜା ଓ ଦୀପାବଳିର ଶୁଭକାମନା ଜଣାଇଛନ୍ତି । କୋଭିଡ୍ ମହାମାରୀକୁ ଦୃଷ୍ଟିରେ ରଖି ସାବଧାନତା ଓ ସତର୍କତା ସହ ଦୀପାବଳି ପାଳିବାକୁ ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି ।

ଆଜି ଶିଶୁ ଦିବସ ଅବସରରେ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ପ୍ରଧାନ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କୁ ମନେ ପକାଇଛନ୍ତି ।

Leave A Reply

Your email address will not be published.