ବାଲୁକା କଳା ଜରିଆରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ବର:(ଏସ. ନ୍ୟୁଜ୍‌):ବାଲୁକା କଳା ଜରିଆରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ଦିଆଯାଇଛି ଶ୍ରଦ୍ଧାଞ୍ଜଳି । ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ ଅବସରରେ ପୁରୀ ବେଳାଭୂମିରେ ପ୍ରସ୍ତୁତ କରିଛନ୍ତି ବାଲୁକା କଳା  । ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ଦ୍ଵାରା ନିର୍ମିତ ବାଲୁକା କଳାଟି ସୁନ୍ଦର ହୋଇଥିବା ବେଳେ ଓଡ଼ିଶାର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ବାର୍ଷିକୀ ଅବସରରେ ନିର୍ମିତ ହୋଇଛି । ବାଲୁକା କଳା ମାଧ୍ୟମରେ ସୁଦର୍ଶନ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିବା ବେଳେ  କଳାକୃତିଟି ବେଳାଭୂମିରେ ସାଧାରଣ ଲୋକଙ୍କୁ ବେଶ୍ ଆକର୍ଷିତ କରିଥିବା ଲକ୍ଷ କରାଯାଇଛି।

Leave A Reply

Your email address will not be published.