୨୪ ଘଣ୍ଟାରେ ରାଜ୍ୟରେ ୧୦ ହଜାର ୨୭୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,(ଏସ୍‌.ନ୍ୟୁଜ): ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁସାରେ ୨୪ ଘଣ୍ଟାରେ ରାଜ୍ୟରେ ୧୦ ହଜାର ୨୭୩ ଆକ୍ରାନ୍ତ ଚିହ୍ନଟ ହୋଇଛି । ଲଗାତର ଦୁଇ ଦିନ ଧରି ରାଜ୍ୟରେ କରୋନା ସଂକ୍ରମଣ ୧୦ ହଜାର ଉପରେ ରହିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫ ହଜାର ୯୬୨ ଜଣ ଚିହ୍ନଟ ହୋଇଥିବାବେଳେ ୪ ହଜାର ୩୧୧ ଲୋକାଲ କେସ୍‌ ଚିହ୍ନଟ ହୋଇଛି । ସେହିପରି ୦-୧୮ ବର୍ଷ ମଧ୍ୟରେ ୧୦୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.