ବାଲିଅନ୍ତାରେ ବୋମାମାଡ଼

ଭୁବନେଶ୍ୱର,(ଏସ୍‌.ନ୍ୟୁଜ): ଜାଗାବାଡ଼ିକୁ କେନ୍ଦ୍ର କରି ରାଜଧାନୀ ଉପକଣ୍ଠ ବାଲିଅନ୍ତାରେ ବୋମାମାଡ଼ ହୋଇଛି । ବାଲିଅନ୍ତା ଥାନା ସରକଣାରେ ହୋଇଥିବା ଏହି ବୋମାମାଡରେ ଉଡିଗଲା ଘରର ଟିଣ । ସୂଚନା ମୁତାବକ ଜାଗା ବିକ୍ରି ବାବଦ କମିଶନ ଟଙ୍କାକୁ ନେଇ ଘଟିଛି ଏହି ଘଟଣା । ବୋମା ଫିଙ୍ଗି ଗଣ୍ଡଗୋଳ କରିଛନ୍ତି କିଛି ଦୁର୍ବୁତ୍ତ । ସେପଟେ ଅଭିଯୋଗ ପାଇବା ପରେ ଘଟଣାସ୍ଥଳରେ ବାଲିଅନ୍ତା ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.