ପ୍ରବଳ ବର୍ଷା ଯୋଗୁଁ ଶୁକ୍ରବାର ଶିମିଳିପାଳ ବନ୍ଦ

କରଞ୍ଜିଆ : ପ୍ରବଳ ବର୍ଷା ଯୋଗୁଁ ଶୁକ୍ରବାର ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ। ପର୍ଯ୍ୟଟକଙ୍କ ସୁରକ୍ଷା ନିମନ୍ତେ ଏ ନିଷ୍ପତ୍ତି ନିଆଯାଇଛି । କେବଳ ରାତ୍ରୀ ରହଣୀ ପାଇଁ ପୂର୍ବରୁ ବୁକିଂ କରିଥିବା ପର୍ଯ୍ୟଟକଙ୍କ ପ୍ରବେଶ ପାଇଁ ଅନୁମତି ରହିଛି । ଏ ନେଇ ଶିମିଳିପାଳ ଉତ୍ତର ବନ୍ୟପ୍ରାଣୀ ବନଖଣ୍ଡର ଉପ ନିର୍ଦ୍ଦେଶକ ସାଇକିରନ ଡି.ଏନ୍ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.