ଶର୍ମିଷ୍ଠା ରାଉତଙ୍କ ଆଗୁଆ ଜାମିନ ଆବେଦନ ଖାରଜ

କଟକ : କ୍ୟାମେରାମ୍ୟାନ ମାନସ ସ୍ୱାଇଁ ଅପହରଣ ଓ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ସାମ୍ବାଦିକା ଶର୍ମିଷ୍ଠା ରାଉତଙ୍କ ‌ଆଗୁଆ ଜାମିନ ଆବେଦନ ଖାରଜ ହୋଇଛି। ଓଡ଼ିଶା ହାଇକୋର୍ଟ ଶର୍ମିଷ୍ଠାଙ୍କ ଜାମିନ ଆବେଦନକୁ ଖାରଜ କରି ଦେଇଛନ୍ତି। ମାନସ ହତ୍ୟା ଘଟଣାପରଠୁ ପୁଲିସ  ଶର୍ମିଷ୍ଠାଙ୍କୁ ଖୋଜୁଥିବା ବେଳେ ତାଙ୍କର ପତ୍ତା ପାଇ ପାରୁନାହିଁ।

ସେପଟେ ଘଟଣାରେ ଅବସରପ୍ରାପ୍ତ ସୂଚନା ଅଧିକାରୀ ନିରଞ୍ଜନ ସେଠୀ ଗିରଫ କରିଛି ପୋଲିସ । ଏବେ ଯାଏଁ ଘଟଣାରେ ମୋଟ ଗିରଫ ସଂଖ୍ୟା ୫କୁ ବୃଦ୍ଧି ପାଇଛି । ଆଉ କିଛି ଅଭିଯୁକ୍ତଙ୍କୁ ଘଟଣାରେ ଅଟକ ରଖିଛି ପଚରାଉଚରା କରୁଛି ପୋଲିସ ।

Leave A Reply

Your email address will not be published.