ଇସ୍ତଫା ଦେଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ

ନୂଆଦିଲ୍ଲୀ: ମୋଦିଙ୍କ ମନ୍ତ୍ରିମଣ୍ଡଳ ବିସ୍ତାର ପୂର୍ବରୁ ଇସ୍ତଫା ଦେଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ କ୍ୟାବିନେଟରୁ ଇସ୍ତଫା ଦେଇଛନ୍ତି । ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ଶ୍ରମମନ୍ତ୍ରୀ ସନ୍ତୋଷ ଗଙ୍ଗୱାର, କେନ୍ଦ୍ର ଶିକ୍ଷାମନ୍ତ୍ରୀ ପୋଖରିଆଲ୍, ବାବୁଲ ସୁପ୍ରିୟୋ, ପ୍ରତାପ ଷଡ଼ଙ୍ଗୀ, ଦେବୋଶ୍ରୀ ଚୌଧୁରୀ ମଧ୍ୟ ଇସ୍ତଫା ଦେଇଛନ୍ତି ।

କୋଭିଡର ଦ୍ୱିତୀୟ ପ୍ରବାହ ବେଳେ ଦେଶରେ ସ୍ୱାସ୍ଥ୍ୟସେବାର ନଗ୍ନ ଚିତ୍ର ଦେଖିବାକୁ ମିଳିଥିଲା । ହସ୍ପିଟାଲରେ ବେଡ୍ ଠାରୁ ନେଇ ଅକ୍ସିଜେନ୍ ଓ ଔଷଧ ସବୁକିଛିର ଅଭାବ ପରିଲକ୍ଷିତ ହୋଇଥିଲା । ଏଥିପାଇଁ ସେ ଇସ୍ତଫା ଦେଇଥିବା ଚର୍ଚ୍ଚା ହେଉଛି ।

Leave A Reply

Your email address will not be published.