ବିଜେଡି ଘୋଷଣା କଲା ପ୍ରାର୍ଥୀ ତାଲିକା, ଜାଣନ୍ତୁ 

ବିଧାନସଭା ନିର୍ବାଚନ ୨୦୨୪ ପାଇଁ ବିଜେଡି ଘୋଷଣା କଲା ପ୍ରାର୍ଥୀ ତାଲିକା । ବିଜୁ ଜନତା ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ଏହି ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି । ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି ସୁପ୍ରିମୋ ।

ତେବେ ଘୋଷଣା ମୁତାବିକ, ବିଷମକଟକରୁ ଜଗନ୍ନାଥ ସାରକା, ଗୁଣୁପୁରରୁ ରଘୁନାଥ ଗମାଙ୍ଗ, ରାୟଗଡ଼ାରୁ ଅନୁସୂୟା ମାଝୀ, ବରଗଡ଼ରୁ ଦେବେଶ ଆଚାର୍ଯ୍ୟ, ବିଜେପୁରରୁ ରୀତା ସାହୁ , ଅତାବିରାରୁ ସ୍ନେହାଙ୍ଗୀନ ଛୁରିଆ, ଭଟଲୀରୁ ସୁଶାନ୍ତ ସିଂହ, ଜଳେଶ୍ୱରରୁ ଅଶ୍ୱିନୀ ପାତ୍ର, ବସ୍ତାରୁ ସୁଭାଶିନ ଜେନା, ଭଣ୍ଡାରିପୋଖରୀରୁ ସଞ୍ଜୀବ କୁମାର ମଲ୍ଲିକ, ଭଦ୍ରକରୁ ପ୍ରଫୁଲ ସାମଲ, ବାସୁଦେବପୁର ବିଷ୍ଣୁବ୍ରତ ରାଉତରାୟ, ଧାମନଗରରୁ ଡକ୍ଟର ସଞ୍ଜୟ କୁମାର ଦାସ, ଚାନ୍ଦବାଲିରୁ ବ୍ୟୋମକେଶ ରାୟ, ବିଞ୍ଝାରପୁରରୁ ପ୍ରମିଳା ମଲ୍ଲିକ, ଧର୍ମଶାଳାରୁ ପ୍ରଣବ ବଳବନ୍ତରାୟ, ଯାଜପୁର ସୁଜାତା ସାହୁ, ସୁକିନ୍ଦାରୁ ପ୍ରୀତିରଞ୍ଜନ ଘଡାଇ, ଢେଙ୍କାନାଳ ସୁଧୀର କୁମାର ସାମଲ, କାମାକ୍ଷାନଗରରୁ ପ୍ରଫୁଲ କୁମାର ମଲ୍ଲିକ, ପରଜଙ୍ଗରୁ ଡ.ନୃସିଂହ ସାହୁ, ପାଲଲହଡ଼ାରୁ ମୁକେଶ କୁମାର ପାଲ୍, ଛେଣ୍ଡିପଦାରୁ ସୁଶାନ୍ତ କୁମାର ବେହେରା, ସୋନପୁରରୁ ନିରଞ୍ଜନ ପୂଜାରୀ, ଲୋଇଂସିହାରୁ ନିହାର ରଞ୍ଜନ ବେହେରା, ପାଟଣାଗାଡ଼ରୁ ସରୋଜ ମେହେର, ଟିଟିଲାଗଡ଼ରୁ ଟୁକୁନି ସାହୁ, ବଲାଙ୍ଗୀରରୁ କଳିକେଶ ସିଂଦେଓ, ନୂଆପଡ଼ାରୁ ରାଜେନ୍ଦ୍ର ଢୋଲକିଆ, ଉମରକୋଟରୁ ନବୀନା ନାୟକ, ଝରିଗାଁରୁ ରମେଶ ଚନ୍ଦ୍ର ମାଝୀ, ନବରଙ୍ଗପୁର କୌଶଲ୍ୟା ପ୍ରଧାନୀ, ଡାବୁଗାଁରୁ ମନହୋର ରନ୍ଧାରୀ, ଲାଞ୍ଜିଗଡ଼ରୁ ପ୍ରଦୀପ କୁମାର ଦିଶାରୀ, ଜୁନାଗଡ଼ରୁ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର, ଧର୍ମଗଡ଼ରୁ ପୁଷ୍ପେନ୍ଦ୍ର ସିଂହଦଓ, ଭବାନୀପାଟଣାରୁ ଲତିକା ନାୟକ, ଜି.ଉଦୟଗିରିରୁ ସାଲୁଗା ପ୍ରଧାନ, କଣ୍ଟାମାଳରୁ ମହିଧର ରଣା, ବୌଦ୍ଧରୁ ପ୍ରଦୀପ ଅମାତ, ବଡମ୍ବାରୁ ଦେବୀ ମିଶ୍ର, ବାଙ୍କୀରୁ ଦେବୀ ତ୍ରିପାଠୀ, ଆଠଗଡ଼ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, କଟକ-ଚୌଦ୍ୱାରରୁ ସୌଭିକ ବିଶ୍ୱାଳ, ନିଆଳିରୁ ପ୍ରମୋଦ ମଲ୍ଲିକ, କଟକ-ସଦରରୁ ଚନ୍ଦ୍ରସାରଥୀ ବେହେରା, ପାଟକୁରାରୁ ଅରବିନ୍ଦ ମହାପାତ୍ର, ଆଳିରୁ ପ୍ରତାପ ଦେବ, ରାଜନଗରରୁ ଧୃବ ସାହୁ, ମହାକାଳପଡ଼ାରୁ ଅତନୁ ସବ୍ୟସାଚୀ ନାୟକ, ପୁରୀରୁ ସୁନୀଲ ମହାନ୍ତି, ବ୍ରହ୍ମଗିରିରୁ ଉମା ସାମନ୍ତରାୟ, ସତ୍ୟବାଦୀରୁ ସଞ୍ଜୟ ଦାସବର୍ମା, ପିପିଲିରୁ ରୁଦ୍ର ମହାରଥୀ, ଜଟଣୀରୁ ବିଭୂତି ବଳବନ୍ତରାୟ, ରଣପୁରରୁ ସତ୍ୟପ୍ରଧାନ, ଦଶପଲ୍ଲାରୁ ରମେଶ ବେହେରା, ନୟାଗଡରୁ ଅରୁଣ କୁମାର ସାହୁ, ଭଞ୍ଜନଗରରୁ ବିକ୍ରମ ଆରୁଖ, ପୋଲସରାରୁ ଶ୍ରୀକାନ୍ତ ସାହୁ, କବିସୂର୍ଯ୍ୟନଗରରୁ ଲତିକା ପ୍ରଧାନ, ଛତ୍ରପୁରରୁ ସୁବାଶ ବେହେରା, ସୋରଡ଼ରୁ ସଂଘମିତ୍ରା ସ୍ୱାଇଁ, ହିଞ୍ଜିଳିରୁ ନବୀନ ପଟ୍ଟନାୟକ, ଗୋପାଳପୁରରୁ ବିକ୍ରମ ପଣ୍ଡା, ଦିଗପହଣ୍ଡିରୁ ବିପ୍ଲବ ପାତ୍ର, ଚିକିଟିରୁ ଚିନ୍ମୟାନନ୍ଦ ଶ୍ରୀରୁପ ଦେବ, କୋଟପାଡରୁ ଚନ୍ଦ୍ରଶେଖର ମାଝି, କୋରାପୁଟରୁ ରଘୁରାମ ପୋଡାଲ, ମାଲକାନଗିରିରୁ ମାନସ ମାଡକାମୀ, ଘଷିପୁରାରୁ ବଦ୍ରି ପାତ୍ର, ପାଟଣାରୁ ଜଗନ୍ନାଥ ନାୟକ ।

ଲୋକସଭା ପ୍ରାର୍ଥୀ-

କଳାହାଣ୍ଡିରୁ ଲମ୍ବୋଦର ନିଆଲ୍, ସମ୍ବଲପୁରରୁ ପ୍ରଣବ ପ୍ରକାଶ ଦାସ, ସୁନ୍ଦରଗଡ଼ରୁ ଦିଲ୍ଲୀପ ତିର୍କୀ, ମୟୁରଭଞ୍ଜରୁ ସୁଦାମ ମାର୍ଣ୍ଡି, କେନ୍ଦ୍ରାପଡ଼ାରୁ ଅଂଶୁମାନ ମହାନ୍ତି, ନବରଙ୍ଗପୁରରୁ ପ୍ରଦୀପ ମାଝୀ, ଭୁବନେଶ୍ୱରରୁ ମନ୍ମଥ ରାଉତରାୟ,କୋରାପୁଟରୁ କୌଶଲ୍ୟା ହିକ୍କା, ଆସ୍କାରୁ ରଞ୍ଜିତା ସାହୁ,

ପୁରୀ: ଅରୂପ ପଟ୍ଟନାୟକ

ଢେଙ୍କାନାଳ: ଅବିନାଶ ସାମଲ

ଜଗତସିଂହପୁର: ରାଜଶ୍ରୀ ମଲ୍ଲିକ

କନ୍ଧମାଳ : ଅଚ୍ୟୁତ ସାମନ୍ତ

କଟକ: ସନ୍ତୃପ୍ତ ମିଶ୍ର

ଯାଜପୁର: ସର୍ମିଷ୍ଠା ସେଠୀ

ପ୍ରାର୍ଥୀ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ଦେଶରେ ଆଗାମୀ ସାଧାରଣ ନିର୍ବାଚନ ଲାଗି ଘୋଷଣା ହୋଇଛି ତାରିଖ । ଚଳିତ ଥର ମୋଟ ସାତୋଟି ପର୍ଯ୍ୟାୟରେ ହେବ ମତଦାନ । ପ୍ରଥମ ପର୍ଯ୍ୟାୟ ଭୋଟିଂ ଏପ୍ରିଲ ୧୯ , ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬, ତୃତୀୟ ପର୍ଯ୍ୟାୟ ନିର୍ବାଚନ ମେ ୭ରେ, ମେ ୧୪ରେ ଚତୁର୍ଥ ପର୍ଯ୍ୟାୟ, ମେ ୨୦ରେ ପଞ୍ଚମ ପର୍ଯ୍ୟାୟ, ମେ ୨୫ରେ ଷଷ୍ଠ ପର୍ଯ୍ୟାୟ ଏବଂ ଜୁନ ୧ରେ ସପ୍ତମ ପର୍ଯ୍ୟାୟ ନିର୍ବାଚନ ହେବ । ଏହାପରେ ଜୁନ ୪ରେ ଘୋଷଣା ହେବ ନିର୍ବାଚନ ରେଜଲ୍ଟ।

Leave A Reply

Your email address will not be published.