ବିଜେଡିରେ ସାମିଲ ହେଲେ ଦେବଗଡ ରାଜା ନୀତେଶ ଗଙ୍ଗଦେବଙ୍କ ପତ୍ନୀ ଶ୍ରୀମତୀ ଅରୁନ୍ଧତୀ ଦେବୀ

ସମ୍ବଲପୁର ସାଂସଦ ତଥା ଦେବଗଡ ରାଜା ନୀତେଶ ଗଙ୍ଗଦେବଙ୍କ ପତ୍ନୀ ଶ୍ରୀମତୀ ଅରୁନ୍ଧତୀ ଦେବୀ ଆଜି ବିଜେଡିରେ ଯୋଗ ଦେଇଛନ୍ତି । ତାଙ୍କ ସହ ତାଙ୍କ ପୁତ୍ର ନମନ ଗଙ୍ଗଦେବ ମଧ୍ୟ ବିଜେଡିରେ ଯୋଗ ଦେଇଛନ୍ତି ।

ଆଜି ସନ୍ଧ୍ୟାରେ ନବୀନ ନିବାସ ଠାରେ ସେମାନେ ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି । ଏହି ସମୟରେ ସାଂସଦ ମାନସ ମଙ୍ଗରାଜ ମଧ୍ୟ ଉପସ୍ଥିତ ଥିଲେ।

Leave A Reply

Your email address will not be published.