ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ

ବିଜେଡିରୁ ଇସ୍ତଫା ଦେଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ରାସେଶ୍ୱରୀ ନିଜର ଇସ୍ତଫାପତ୍ର ପଠାଇବା ସହ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ।

ସାମ୍ବାଦିକ ସମ୍ମିଳନୀରେ ରାସେଶ୍ୱରୀ କହିଛନ୍ତି, ମୁଁ ୨୦୧୪ରୁ ୨୦୧୯ ଯାଏଁ ବିଧୟିକା ଥିବାବେଳେ ଲୋକଙ୍କ ବିକାଶ ପାଇଁ କାମ କରିଛି ।

Leave A Reply

Your email address will not be published.